ଗୁଣପୁର: ରାଜ୍ୟ ସରକାରଙ୍କ ରାଜସ୍ଵ ଓ ବିପର୍ଯ୍ୟ ପରିଚାଳନା ବିଭାଗ ପକ୍ଷରୁ କୋରାପୁଟ ଜିଲ୍ଲା ଗୁଣପୁର ତହସିଲଦାର ଲକ୍ଷ୍ମୀନାରାୟଣ ସାବତଙ୍କୁ ନିଲମ୍ବନ କରାଯାଇଛି। ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ଅନୁଯାୟୀ ତହସିଲଦାରଙ୍କୁ ନିଲମ୍ବନ କରିଛନ୍ତି ସରକାର । ଏହି ସମୟରେ ଲକ୍ଷ୍ମୀନାରାୟଣ ଜିଲ୍ଲା ମୁଖ୍ୟାଳୟରେ ରହିବେ। ସେ ରାୟଗଡ଼ା ଜିଲ୍ଲାପାଳଙ୍କ ବିନା ଅନୁମତିରେ ଜିଲ୍ଲା ମୁଖ୍ୟାଳୟ ଛାଡ଼ି ପାରିବେ ନାହିଁ ବୋଲି ନିର୍ଦ୍ଦେଶ ରହିଛି।



Visitors Today : 1
Total Visitors : 130170
Total Views : 9891616
Visitors Online Now : 0