ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୧୦ ଜଣ କରୋନ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା , ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ବରଗଡ଼, ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
2. A 30-year old female of Bhadrak district who was also suffering from Chronic Kidney Disease.
3. A 32-year old male of Bhubaneswar who was also suffering from Diabetes, Hypertension.
4. An 80-year old male of Bhubaneswar who was also suffering from Hypertension.
— H & FW Dept Odisha (@HFWOdisha) August 19, 2020
ସୂଚନାଯୋଗ୍ୟ ରାଜ୍ୟରେ ମୋଟ ୬୭୧୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଚନ୍ତି । ଏଥିମଧ୍ୟରୁ ୨୧,୩୮୩ଟି ଆକ୍ଟିଭ କେସ୍ ରହିଥିବା ବେଳେ ୪୫,୩୧୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୬୨୪୬୯ଟି ସାମ୍ପୁଲ ଟେଷ୍ଟ ହୋଇଛି।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0