ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୧୦ଜଣ କରୋନ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪୧୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମରେ ସର୍ବାଧିକ ୫, ସୁନ୍ଦରଗଡ଼ରୁ ୨, କଟକ, ନୟାଗଡ଼ ଓ ରାୟଗଡ଼ାରରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
4.A 60-year old male of Ganjam district who was also suffering from Diabetes & Morbid obesity.
5.A 63-year old male of Ganjam district who was also suffering from Diabetes.
6.A 60-year old male of Ganjam district.
7.A 65-year old male of Nayagarh district.
— H & FW Dept Odisha (@HFWOdisha) August 24, 2020
ସୂଚନାଯୋଗ୍ୟ ରାଜ୍ୟରେ ମୋଟ ୮୧୪୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬,୬୦୨ଟି ଆକ୍ଟିଭ କେସ୍ ରହିଥିବା ବେଳେ ୫୪,୪୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୬୩୬୦୨ଟି ସାମ୍ପୁଲ ଟେଷ୍ଟ ହୋଇଛି।



Visitors Today : 1
Total Visitors : 130170
Total Views : 9891616
Visitors Online Now : 0