ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, ବାଲେଶ୍ୱର, ପୁରୀ, ରାୟଗଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
5. A 55-year old female of Khordha district who was also suffering from Diabetes.
6. A 26-year old female of Khordha district who was also suffering from Chronic Kidney Disease & Hypertension.
7. A 57-year old female of Sundergarh.
— H & FW Dept Odisha (@HFWOdisha) August 11, 2020
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୮୭୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୪୨୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୦୨୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୯୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୯୨୩୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0