spot_img

ଆଜି ରାଜ୍ୟରେ ୧୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଭୟାବହ ହେବାରେ ଲାଗିଛି କରୋନା ସ୍ଥିତି । ପ୍ରତିଦିନ କରୋନାରେ ବଳି ପଡ଼ୁଛି ଅମୂଲ୍ୟ ଜୀବନ । ଆଜି ଦିନକରେ କରୋନାରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରୁ ବାଲେଶ୍ୱର ଜିଲ୍ଲାରୁ ଜଣେ , ଭୁବନେଶ୍ୱରରୁ ଜଣେ, କଟକରୁ ଜଣେ, ଗଞ୍ଜାମରୁ ୩ ଜଣ , କଳାହାଣ୍ଡିରୁ ଜଣେ , କୋରାପୁଟ, ରାୟଗଡ଼ା ଓ ନୟାଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୫୫୬କୁ ବୃଦ୍ଧି ପାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular