ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଭୟାବହ ହେବାରେ ଲାଗିଛି କରୋନା ସ୍ଥିତି । ପ୍ରତିଦିନ କରୋନାରେ ବଳି ପଡ଼ୁଛି ଅମୂଲ୍ୟ ଜୀବନ । ଆଜି ଦିନକରେ କରୋନାରେ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରୁ କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୨ ଜଣ, ମୟୁରଭଞ୍ଜରୁ ଜଣେ, ପୁରୀରୁ ୩ ଜଣ, ସମ୍ବଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୬୫୬ କୁ ବୃଦ୍ଧି ପାଇଛି ।



Visitors Today : 5
Total Visitors : 130180
Total Views : 9891630
Visitors Online Now : 0