ଭୁବନେଶ୍ବର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୭୦୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୩୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ସୁନ୍ଦରଗଡ଼ରୁ ୩ , ଅନୁଗୁଳ, କଟକ, ଦେବଗଡ଼,କେନ୍ଦ୍ରାପଡ଼ା, ନୂଆପଡ଼ା, କେନ୍ଦୁଝର,ଖୋର୍ଦ୍ଧା ଓ ମାଲକାନଗିରିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0