spot_img

୧୧ ପୋଲିସ କର୍ମଚାରୀଙ୍କୁ କରୋନା

ଖୋର୍ଦ୍ଧା : କରୋନା ସାରା ରାଜ୍ୟରେ ନିଜର କାୟା ବିସ୍ତାର କରିଥିବା ବେଳେ ଆଜି ୧୧ଜଣ ପୋଲିସ୍ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି । ବାଣପୁର, ବାଲୁଗାଁର ବିଭିନ୍ନ ଥାନାର ୧୧ ପୋଲିସ୍ କରୋନା ଆକ୍ରାନ୍ତ ହୋଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି । ସମସ୍ତ ୧୧ କର୍ମଚାରୀଙ୍କୁ ହୋମ୍ କ୍ୱାରେଣ୍ଟାଇନରେ ରହିବାକୁ ନିଦେ୍ର୍ଦଶ ଦିଆଯାଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲ୍ଲାରେ ୨ ହଜାର ୩୫୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୫୯ଜଣ ସକ୍ରିୟ ଆକ୍ରାନ୍ତ ଥିବା ବେଳେ ୨ହଜାର ୩୫୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular