ଭୁବନେଶ୍ବର : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୭୪୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୧୭ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଅନୁଗୋଳ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ, କଳାହାଣ୍ଡି ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।



Visitors Today : 0
Total Visitors : 130175
Total Views : 9891622
Visitors Online Now : 0