spot_img

ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ କମୁଛି କରୋନା ସଂକ୍ରମଣ କିନ୍ତୁ ବଢ଼ୁଛି ମୃତ୍ୟୁ। ଆଜି ରାଜ୍ୟରେ ୨୪ ଘଣ୍ଟାରେ ୧୨୦୧ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଜିନିତ ମୃତ୍ୟୁ ସଂଖ୍ୟା ୧ହଜାର ୩୫୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୧୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ନୂଆପଡା, ସୁନ୍ଦରଗଡ, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular