spot_img

ରାଜ୍ୟରେ ୧୨ଶହ ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୭୯୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୮ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୮ ମୃତକଙ୍କ ମଧ୍ୟରୁ ଅନୁଗୋଳ, ଗଜପତି, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ, ଯାଜପୁର, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ଢେଙ୍କାନାଳ, ମାଲକାନଗିରି, ନବରଙ୍ଗପୁର ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular