spot_img

ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୩ ମୃତକଙ୍କ ମଧ୍ୟରୁ ଅନୁଗୋଳ, ବାଲେଶ୍ବର, କଟକ, ଖୋର୍ଦ୍ଧା, ନୂଆପଡା ଜିଲ୍ଲାରୁ ୨ ଜଣ ଲେଖାଏଁ, ଜଗତସିଂହପୁର, କେନ୍ଦୁଝର ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular