ଭୁବନେଶ୍ୱର : ରାଜ୍ୟରେ କମୁଛି କରୋନା ସଂକ୍ରମଣ କିନ୍ତୁ ବଢ଼ୁଛି ମୃତ୍ୟୁ । ଆଜି ରାଜ୍ୟରେ ୨୪ ଘଣ୍ଟାରେ ୯୮୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୩ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ହଜାର ୪୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
୧୩ ମୃତକଙ୍କ ମଧ୍ୟରୁ ୧୩ ମୃତକଙ୍କ ମଧ୍ୟରୁ ମୟୁରଭଞ୍ଜ ଜିଲ୍ଲାରୁ ୩ ଜଣ, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ୨ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ବରଗଡ ଏବଂ କେନ୍ଦୁଝରରୁ ଜଣେ ଲେଖାଏଁ ରହିଛନ୍ତି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0