spot_img

ଆଜି ରାଜ୍ୟରେ ୧୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଭୟାବହ ହେବାରେ ଲାଗିଛି କରୋନା ସ୍ଥିତି । ପ୍ରତିଦିନ କରୋନାରେ ବଳି ପଡ଼ୁଛି ଅମୂଲ୍ୟ ଜୀବନ । ଆଜି ଦିନକରେ କରୋନାରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରୁ ଖୋର୍ଦ୍ଧାରୁ ୪ ଜଣ, ପୁରୀରୁ ୪ଜଣ, ଗଜପତିରୁ ୨ ଜଣ, ବାଲେଶ୍ୱରରୁ ଜଣେ , କଟକରୁ ଜଣେ, ସୋନପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୬୬୯ କୁ ବୃଦ୍ଧି ପାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular