spot_img

ଭୁବନେଶ୍ୱରରୁ ଆଉ ୧୩୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୧୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି  । ସେହିପରି ୨୦୦ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ମୋଟ୍ ପଜିଟିଭ୍ ସଂଖ୍ୟା ୪୦୬୨ରେ ପହଁଚିଛି । ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୯୬ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୩୭ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ଏବେସୁଦ୍ଧା ମୋଟ୍ ୪୦୬୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଲେ ୨୬୭୩ ଆରୋଗ୍ୟ ହୋଇଛନ୍ତି । ୨୦ଜଣଙ୍କର ମୃତ୍ୟୁ ହୋଇଥିବା ବେଲେ ୧୩୬୭ଟି ସକ୍ରିୟ କେସ୍ ରହିଛି ।

 

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular