spot_img

ଧବଳେଶ୍ଵରରେ ୧୪୪ ଧାରା ଜାରି

ଆଠଗଡଆଜି ମକର ସଂକ୍ରାନ୍ତିକୁ କଟକ ଜିଲ୍ଲା ଆଠଗଡର ଅନ୍ୟତମ ଶୈବପୀଠ ବାବା ଧବଳେଶ୍ଵରଙ୍କ ପୀଠରେ ବେଶ ଧୁମ୍ଧାମ ପାଳନ କରାଯାଏ । ବିଶ୍ବାସ ରହିଛି ଯେ ଆଜିର ଦିନରେ ଧବଳେଶ୍ଵରଙ୍କୁ ଦର୍ଶନ କରିବା ସହ ତାଙ୍କ ପାଖରେ ମକରଚାଉଳ ଲାଗି କଲେ ବହୁ ପୁଣ୍ୟ ମିଳିଥାଏ ।

ପ୍ରତିବର୍ଷ ଏହି ପୀଠରେ ହଜାର ହଜାର ଶ୍ରଦ୍ଧାଳୁମାନଙ୍କ ସମାଗମ ହେବା ସହ ମହାନଦୀ ବାଲିପଠାରେ ଗୁଡି ଉଡାର ମଜା ନିଅନ୍ତି । ପ୍ରବଳ ଭକ୍ତ ସମାଗମକୁ ଦୃଷ୍ଟିରେ ରଖି କୋଭିଡ୍ ଗାଇଡ୍ ଲାଇନ୍ ପାଳନ ଅନୁସାରେ ଆଜି ଦିନକ ପାଇଁ ଧବଳେଶ୍ବର ପୀଠରେ ୧୪୪ ଧାରା ଜାରି କରଯାଇଛି । କେବଳ ପୂଜକମାନେ ପୀଠରେ ଉପସ୍ଥିତ ରହି ମନ୍ଦିରରେ ପୂଜାର୍ଚ୍ଚନା କରୁଛନ୍ତି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular