ଭୁବନେଶ୍ୱର : ରାଜ୍ୟରେ କମୁଛି କରୋନା ସଂକ୍ରମଣ କିନ୍ତୁ ବଢ଼ୁଛି ମୃତ୍ୟୁ । ଆଜି ରାଜ୍ୟରେ ୨୪ ଘଣ୍ଟାରେ ୯୦୨ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ହଜାର ୫୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
୧୫ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଜଗତସିଂହପୁର, କନ୍ଧମାଳ, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।



Visitors Today : 0
Total Visitors : 130175
Total Views : 9891622
Visitors Online Now : 0