ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୬୯୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ମୟୁରଭଞ୍ଜ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୋଳ, ବାଲେଶ୍ବର, ବରଗଡ, ଭଦ୍ରକ, ଗଜପତି, ଝାରସୁଗୁଡା, କନ୍ଧମାଳ, ପୁରୀ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।



Visitors Today : 0
Total Visitors : 130169
Total Views : 9891615
Visitors Online Now : 0