ସମ୍ବଲପୁର : ସୁନା ଦୋକାନରୁ ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ସମ୍ବଲପୁର ଜିଲ୍ଲା ବୁର୍ଲା ସ୍ଥିତ ଇନ୍ଦିରା ଛକଠାରେ ଥିବା ଏକ ସୁନା ଦୋକାନରୁ ସୁନା ଦୋକାନରୁ ୧୫ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଇଛନ୍ତି ଦୁର୍ବୃତ୍ତ । ଦୁର୍ବୃତ୍ତମାନେ ଗ୍ରାହକ ବେଶରେ ଆସି ଏଭଳି ଲୁଟ୍ କରିଥିବା ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0