spot_img

ଶ୍ରୀମନ୍ଦିର ପାଇଁ ୧୫୪ କୋଟିର ବଜେଟ

ପୁରୀ: ଶ୍ରୀମନ୍ଦିର ପାଇଁ ୧୫୪ କୋଟିର ବଜେଟ ଘୋଷଣା । ୨୦୨୦-୨୦୨୧ ଆର୍ଥିକ ବର୍ଷ ପାଇଁ ବଜେଟ ଅନୁମୋଦିତ ହୋଇଛି । ଏ ବାବଦରେ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ସୂଚନା ଦେଇଛନ୍ତି । ତେବେ ଚଳିତ ବର୍ଷ ଶ୍ରୀ ମନ୍ଦିରର ବ୍ୟୟ ବଢିଛି, ମାତ୍ର ଅନେକ ଆୟ କମିଯାଇଛି । ତେବେ ଆୟ ବୃଦ୍ଧି ପାଇଁ ଅନଲାଇନ ଡୋନେସନ ବ୍ୟବସ୍ଥା କରାଯିବାର ସୂଚନା ମିଳିଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular