spot_img

ରାଜ୍ୟରେ ଆଉ ୧୬କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ କମୁଛି କରୋନା ସଂକ୍ରମଣ କିନ୍ତୁ ବଢ଼ୁଛି ମୃତ୍ୟୁ । ଆଜି ରାଜ୍ୟରେ ୨୪ ଘଣ୍ଟାରେ ୭୫୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ହଜାର ୬୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୧୬ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରି ୪ ଜଣ, କଟକ ଜିଲ୍ଲାରୁ ୩ ଜଣ, ଗଞ୍ଜାମ, ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ, ଜଗତସିଂହପୁର, ଝାରସୁଗୁଡା, ପୁରୀ ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular