spot_img

ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।  ୧୬ ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ଅନୁଗୁଳ, ବାଲେଶ୍ବର, ଢ଼େଙ୍କାନାଳ ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, ପୁରୀ, ମାଲକାନଗିରି,ବରଗଡ଼,ଗଜପତି, ଗଞ୍ଜାମ ଓ କେନ୍ଦୁଝର ଜଣେ ଲେଖାଏଁ ସଂକ୍ରମିତ ଆଖିବୁଜିଛନ୍ତି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular