spot_img

 ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ କମୁଛି କରୋନା ସଂକ୍ରମଣ କିନ୍ତୁ ବଢ଼ୁଛି ମୃତ୍ୟୁ । ଆଜି ରାଜ୍ୟରେ ୨୪ ଘଣ୍ଟାରେ ୧୨୧୯ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ହଜାର ୪୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୧୬ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩ଜଣ, କେନ୍ଧୁଝର ୩ ଜଣ , ସମ୍ବଲପୁରରୁ ୨ଜଣ, ବାଲେଶ୍ବର ୧ , ବରଗଡ଼ରୁ ୧, ବୌଦ୍ଧ୧, କଟକରୁ ୧ , ଯାଜପୁର୧, ମୟୁରଭଞ୍ଜ ୧, ନୟାଗଡ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular