spot_img

ଆଜି ରାଜ୍ୟରେ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଭୟାବହ ହେବାରେ ଲାଗିଛି କରୋନା ସ୍ଥିତି । ପ୍ରତିଦିନ କରୋନାରେ ବଳି ପଡ଼ୁଛି ଅମୂଲ୍ୟ ଜୀବନ । ଆଜି ଦିନକରେ କରୋନାରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରୁ ଅନୁଗୁଳରୁ ଜଣେ , ବାଲେଶ୍ୱରରୁ ୪ ଜଣ, ଭୁବନେଶ୍ୱରରୁ ଜଣେ, ବୌଦ୍ଧରୁ ଜଣେ, କଟକରୁ ୨ ଜଣ, ଖୋର୍ଦ୍ଧାରୁ ୨ ଜଣ, ମୟୁରଭଞ୍ଜରୁ ଜଣେ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ଜଣେ, ପୁରୀରୁ ଜଣେ, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୯୪୦ କୁ ବୃଦ୍ଧି ପାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular