ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରୁ ୨୪ ଘଣ୍ଟା ମଧ୍ୟରେ ଆଉ ୧୬୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରୁ ୧୦୪ଟି କ୍ୱରେଣ୍ଟିଇନ କେସ ଥିବା ବେଳେ ୫୯ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୪୬ଜଣ ଆରୋଗ୍ୟ ଲାଭ କରିଛନ୍ତି । ରାଜଧାନୀରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୯୧ରେ ପହଁଚିଥିବା ବେଳେ ୯୦୯ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୧୧ଜଣ ପ୍ରାଣ ହରାଇଥିବା ବେଳେ ୧୦୬୯ଟି ସକ୍ରିୟ କେସ୍ ରହିଛି ।
Update on newly detected & cured #COVID19 cases in the last 24 hrs under the BMC area on 26th July 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/tJqwlUWlt5— BMC (@bmcbbsr) July 26, 2020
ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୩୭୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୩୮୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି



Visitors Today : 0
Total Visitors : 130166
Total Views : 9891611
Visitors Online Now : 0