spot_img

ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୨୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୭ ମୃତକଙ୍କ ମଧ୍ୟରୁ କଟକ ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ, ବାଲେଶ୍ବର, ବୌଦ୍ଧ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ, ଅନୁଗୋଳ, କେନ୍ଦୁଝର, ନବରଙ୍ଗପୁର, ରାୟଗଡା ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular