ଭୁବନେଶ୍ୱର, ୧୬|୦୮: ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୧୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୫୨୮୯ରେ ପହଁଚିଛି । ରବିବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୯୨ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୭୮ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିପରି ରବିବାର ୧୮୪ଜଣ ଆରୋଗ୍ୟ ଲାଭ କରିଛନ୍ତି ।
Update on newly detected & cured #COVID19 cases in the last 24 hrs under the BMC area on 16th Aug 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/EtsO4nzw42— BMC (@bmcbbsr) August 16, 2020
ସୂଚନାଯୋଗ୍ୟ, ଏବେସୁଦ୍ଧା ଭୁବନେଶ୍ୱରରେ ୫୨୮୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୪୩୫ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ୨୫ ଜଣ ପ୍ରାଣ ହରାଇଥିବା ବେଳେ ୧୮୨୩ଟି ସକ୍ରିୟ କେସ୍ ରହିଛି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0