spot_img

ଆଜି ରାଜ୍ୟରେ ୧୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଭୟାବହ ହେବାରେ ଲାଗିଛି କରୋନା ସ୍ଥିତି । ପ୍ରତିଦିନ କରୋନାରେ ବଳି ପଡ଼ୁଛି ଅମୂଲ୍ୟ ଜୀବନ । ଆଜି ଦିନକରେ କରୋନାରେ ୧୮ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରୁ ବାଲେଶ୍ୱରରୁ ୪ ଜଣ, ବୌଦ୍ଧରୁ ଜଣେ, ଦେଓଗଡ଼ରୁ ଜଣେ, ଯାଜପୁରରୁ ଜଣେ, କନ୍ଧମାଳରୁ ଜଣେ, ଖୋର୍ଦ୍ଧାରୁ ଜଣେ, କୋରାପୁଟରୁ ଜଣେ, ମୟୁରଭଞ୍ଜରୁ ଜଣେ, ନୟାଗଡ଼ରୁ ୨ ଜଣ, ପୁରୀରୁ ୨ ଜଣ, ସମ୍ବଲପୁରରୁ ଜଣେ , ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୯୫୮ କୁ ବୃଦ୍ଧି ପାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular