ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରୁ ୧୯୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୧୩୮ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୫୨ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିପରି ୧୦୩ ଜଣ ଆରୋଗ୍ୟଲାଭ ମଧ୍ୟ କରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ଟ୍ୱିଟ କରି ସୂଚନା ଦେଇଛି ।
Update on newly detected & cured #COVID19 cases in the last 24 hrs under the BMC area on 8th Aug 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/EUDLxHr9Dn— BMC (@bmcbbsr) August 8, 2020
ସୂଚନାଯୋଗ୍ୟ, ରାଜଧାନୀରେ ଏବେସୁଦ୍ଧା ମୋଟ୍ ୩୭୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨୩୬୦ଜଣ ଆରୋଗ୍ୟ ଲାଭ କରିଛନ୍ତି । ୧୮ଜଣ ପ୍ରାଣ ହରାଇଥିବା ବେଳେ ୧୩୮୩ଟି ସକ୍ରିୟ କେସ୍ ରହିଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0