ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରୁ ଆଉ ୧୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪୮୭କୁ ବୃଦ୍ଧି ପାଇଛି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୪ଜଣ କ୍ୱରାଣ୍ଟାଇନରେ ଥିବା ବେଳେ ୯୪ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୨୭ଜଣ ପ୍ରାଣ ହରାଇଥିବା ବେଳେ ଏବେବି ୧୮୮୭ଟି ସକ୍ରିୟ କେସ ରହିଛି ।
Update on newly detected & cured #COVID19 cases in the last 24 hrs under the BMC area on 17th Aug 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/vzvcVF1grs— BMC (@bmcbbsr) August 17, 2020



Visitors Today : 3
Total Visitors : 130169
Total Views : 9891615
Visitors Online Now : 0