spot_img

ରାଜ୍ୟରେ ୨ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବରରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୮୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular