ଭୁବନେଶ୍ୱର: ରାଜ୍ୟରେ କରୋନା ପାଇଁ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ପୂର୍ବରୁ କରୋନା କଟକଣା ମଧ୍ୟରେ ମ୍ୟାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି । ସେହିପରି ଚଳିତମାସରେ ଯାଉଛି ଯୁକ୍ତ ଦୁଇ କଳା,ବିଜ୍ଞାନ ଓ ବାଣିଜ୍ୟର ପରୀକ୍ଷା ଫଳ ପ୍ରକାଶ ପାଇବାକୁ ଯାଉଛି । ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଖାତା ଦେଖା ଶେଷ ହୋଇଥିବା ବେଳେ ଟାବୁଲେସନ ପ୍ରକ୍ରିୟା ଜାରି ରହିଛିି । ସେହିପରି ଅଗଷ୍ଟ ଶେଷ ସପ୍ତାହରେ କଳା ପରୀକ୍ଷା ଫଳ ପ୍ରକାଶ ପାଇବ । ଏ ନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0