ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରେ ୩,ଗଜପତିରେ ୨,ରାୟଗଡ଼ାରେ ୩,ଖୋର୍ଦ୍ଧା ଜିଲ୍ଲାରେ ୧, କଳାହାଣ୍ଡିରେ ଜିଲ୍ଲାର ଜଣେ ଥିବା ସୂଚନା ମିଳିଛି ।
3. A 34 year old male of Gajapati district.
4. A 70 year old male of Raygada district who was also suffering from Chronic Obstructive Pulmonary Disease.
5. A 54 year old male of Ganjam district.
— H & FW Dept Odisha (@HFWOdisha) August 3, 2020
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୨୯୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୦୯୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୧୯୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୦୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪୧ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୫୬୫୮୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0