spot_img

ଭୁବନେଶ୍ବରରେ ୨୩ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ଭୁବନେଶ୍ୱରରୁ ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୧୦୦୪ରେ ପହଞ୍ଚିଛି । ୨୪ ଘଣ୍ଟାରେ ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୮ ଜଣ ରହିଥିବା ବେଳେ ୧୫ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରେ ୩୦ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୦୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୪୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ତେବ ରାଜଧାନୀ ଭୁବନେଶ୍ବରରେ କରୋନା ଜନୀତ ମୃତ୍ୟୁସଂଖ୍ୟା ୨୨୭କୁ ବୃଦ୍ଧି ପାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular