spot_img

ରାଜଧାନୀରୁ ଆଉ ୨୫୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱରଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨୫୩  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬୫୩୬ରେ ପହଞ୍ଚିଛି । ଗୁରୁବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୭୩ ଜଣ ରହିଥିବା ବେଳେ ୧୮୦ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୨୯୯ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୫୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୨୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୩୧୬୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୨୭ ଜଣଙ୍କର ମୃତ୍ୟୁ ହୋଇଛି ।

 

 

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular