spot_img

ଭୁବନେଶ୍ୱରରୁ ଆଉ ୨୬୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରୁ ସେମବାର ୨୬୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହା ସହ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫୯୯ରେ ପହଁଚିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱରାଣ୍ଟାଇନରେ ଥିବା ବେଳେ ୧୫୩ଜଣ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୧୧୪ । ଏହାସହ ୧୭୪ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ କରାଯାଇଛି ।

ସୂଚନାଯୋଗ୍ୟ , ରାଜଧାନୀରେ ଏବେସୁଦ୍ଧା ୭୫୯୯ଟି ପଜିଟିଭ କେସ ସାମ୍ନାକୁ ଆସିଥିବା ବେଳେ ୪୫୬୩ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୩୩ଜଣ ପ୍ରାଣ ହରାଇଥିବା ବେଳେ ୨୯୯୪ଟି ସକ୍ରିୟ କେସ ରହିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular