spot_img

୨ ଦିନିଆ ରିମାଣ୍ଡରେ ଗଲେ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀ ସର୍ବେଶ୍ୱର

ଭୁବନେଶ୍ୱର: ରିମାଣ୍ଡରେ ଗଲେ ଗୋପାଳପୁର ବିଧାୟକ ପ୍ରଦୀପ ପ୍ରାଣିଗ୍ରାହୀଙ୍କ ସହଯୋଗୀ ସର୍ବେଶ୍ବର ରାଓ । ତାଙ୍କୁ ଦୁଇ ଦିନିଆ ରିମାଣ୍ଡରେ ନେଇଛି କ୍ରାଇମ୍ବ୍ରାଞ୍ଚ୍ । ଝାରପଡ଼ା ଜେଲରୁ ସର୍ବେଶ୍ବରଙ୍କୁ କ୍ରାଇମବ୍ରାଞ୍ଚ ଟିମ୍ ରିମାଣ୍ଡରେ ନେଇଛି ।
ସୂଚନା ଯୋଗ୍ୟ, ମିଡିଲ ମ୍ୟାନ୍ ସର୍ବେଶ୍ୱର ହେଉଛନ୍ତି ଜଣେ ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ । ଗତ ୧୭ ତାରିଖରେ ଟାଟା ମୋଟର୍ସରେ ନିଯୁକ୍ତି ନାଁରେ ଠକେଇ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular