spot_img

ପିକ୍‌ନିକ୍‌ କରିବାକୁ ଯାଇ ନଦୀରେ ବୁଡ଼ିଗଲେ ୩ ଛାତ୍ର

ରାଉରକେଲା :  ପିକ୍‌ନିକ କରିବାକୁ ଯାଇ ରାଉରକେଲା କୋଏଲ ନଦୀରେ ବୁଡ଼ି ଯାଇଥିବା ୩ ଛାତ୍ରଙ୍କ ମଧ୍ୟରୁ ୨ ଜଣଙ୍କ ମୃତଦେହ ଗତକାଲି ଉଦ୍ଧାର ହୋଇଥିବା ବେଳେ ଆଜି ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି।ରବିବାର ପିକନିକ୍ କରିବାକୁ କିଛି ଯୁବକ ଅପରାହ୍ନରେ କୋଏଲ ନଦୀରେ ଗାଧୋଉଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣ ଯୁବକ  ଜଳ ସ୍ରୋତରେ ଭାସି ଯାଇଥିଲେ ।   ।

ସ୍ଥାନୀୟ ଲୋକ ଓ ଅଗ୍ନିଶମ ବାହିନୀ କର୍ମଚାରୀ ଗତକାଲି ୨ ଜଣଙ୍କ ମୃତଦେହ ଉଦ୍ଧାର କରିଥିବା ବେଳେ ଆଜି ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହି ଘଟଣା ଯୋଗୁ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

 

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular