ଭୁବନେଶ୍ୱର: ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା । ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୫ରେ ପହଞ୍ଚିଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପାରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ରାଜ୍ୟରେ ଆଖି ବୁଜିଥିବା ୯ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪, ରାୟଗଡ଼ାରୁ ୨, ଖୋର୍ଦ୍ଧା, ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖା ଆକ୍ରାନ୍ତ ମୃତ୍ୟୁ ହୋଇଛି ।
3. A 48-year old female of Ganjam district who was also suffering from Diabetes & Obesity.
4. A 57-year old male of Ganjam.
5. A 57-year old male of Ganjam district who was also suffering from Diabetes, Hypertension & Chronic Kidney Disease.
— H & FW Dept Odisha (@HFWOdisha) August 12, 2020
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୦୬୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୫୦୯ଟି ଆକ୍ଟିଭ କେସ ରହିଥିବା ଥିବା ବେଳେ ୩୪୮୦୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୨୪୩୫୪ଟି ସାମ୍ପୁଲ ଟେଷ୍ଟ ହୋଇଛି ।



Visitors Today : 5
Total Visitors : 130180
Total Views : 9891630
Visitors Online Now : 0