spot_img

ଦେଶରେ ଦିନକରେ ୩୧, ୧୧୮ଆକ୍ରାନ୍ତ  , ୪୮୨ ମୃତ

ଦେଶରେ କମୁଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଦେଶରେ ୩୧ହଜାର ୧୧୮ନୂଆ ସଂକ୍ରମିତ ଚିହ୍ନଟ । ନୂତନ ସଂକ୍ରମଣକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୪ଲକ୍ଷ ୬୨ହଜାର ୮୦୯ । ସେହପରି ଦିନକରେ ୧୧ହଜାର ୩୪୯ସକ୍ରିୟ ସଂକ୍ରମିତ ରହିଥିବା ବେଳେ ମୋଟ ସକ୍ରିୟ ରହିଛନ୍ତି ୪ଲକ୍ଷ ୩୫ହଜାର ୬୦୩ ।
ଦିନକରେ ୩୧, ୧୧୮ଆକ୍ରାନ୍ତ  ସେହିପରି ଦେଶରେ ଦିନକରେ ୪୮୨ଜଣ କରୋନାରେ ପ୍ରାଣ ହରାଇଛନ୍ତି । ନୂତନ ମୃତକଙ୍କୁ ମିଶାଇ ମୋଟ ମୃତୁ୍ୟ ସଂଖ୍ୟା ୧ଲକ୍ଷ ୩୭ ହଜାର ୬୨୧କୁ ବୃଦ୍ଧି । ଅନ୍ୟପଟେ ଦେଶରେ ୨୪ଘଣ୍ଟାରେ ସୁସ୍ଥ ହୋଇଛନ୍ତି ୪୧ହଜାର ୯୮୫ଜଣ । ଏହି ସୁସ୍ଥ ସଂଖ୍ୟାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୮୮ଲକ୍ଷ ୮୯ହଜାର ୫୮୫ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular