spot_img

ରାଜଧାନୀରୁ ୩୧୭ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି। ରବିବାର ରାଜଧାନୀରେ ଭୁବନେଶ୍ବରରେ ପୁଣି ୩୧୭ ଜଣ କୋଭିଡ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୦୭ ଓ ସ୍ଥାନୀୟ ଅଞ୍ଚଳରୁ ୧୧୧ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୭୦ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

coronaବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୭୩୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩୮୯ ଜଣ ସୁସ୍ଥ ହୋଇଛନ୍ତି ଓ ୩୩ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୨୯୦୧ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

coronag

LEAVE A REPLY

Please enter your comment!
Please enter your name here

- Advertisment -

Most Popular