ଭୁବନେଶ୍ୱର : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୧୯ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୩୫୪୯ରେ ପହଞ୍ଚିଛି । ସୋମବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୯୨ ଜଣ ରହିଥିବା ବେଳେ ୨୨୭ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୧୫ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
Update on newly detected #COVID19 cases in the last
24 hrs under the BMC area on 5th Oct 2020(till 9am).Further contact tracing is still continuing.
Primary contacts & nearby houses are being quarantined, sanitized & will be under active surveillance. pic.twitter.com/6CaNCJL3zM— BMC (@bmcbbsr) October 5, 2020
ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩୫୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୩୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୯୮୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦୪ ଜଣଙ୍କର ମୃତ୍ୟୁ ହୋଇଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0