କଳାହାଣ୍ଡି: ରାଜ୍ୟରେ ପ୍ରତିଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସ୍ଥିତ ଏକ ଘରୋଇ କଲେଜର ୩୨ ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୮୦ ଜଣ ଛାତ୍ରଛାତ୍ରୀଙ୍କ କରୋନା ପରୀକ୍ଷା କରାଯାଇଥିବା ବେଳେ ୩୨ ଜଣଙ୍କ ରିପୋର୍ଟ ପଜିଟିଭ ଥିବା ସୂଚନା ମିଳିଛି । ଏ ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଇନଚାର୍ଜ ଅଧିକାରୀ ଜଳନ୍ଧର ମେହେର ସୂଚନା ଦେଇଛନ୍ତି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0