spot_img

ରାଜଧାନୀରୁ ଆଉ ୩୨୫ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୪୨୦

ଭୁବନେଶ୍ୱର : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୨୫ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭୬୨୫ରେ ପହଞ୍ଚିଛି । ଗୁରୁବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୦୧ ଜଣ ରହିଥିବା ବେଳେ ୨୨୪ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୪୨୦ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

 

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୭୬୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୪୨୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୧୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୭ ଜଣଙ୍କର ମୃତ୍ୟୁ ହୋଇଛି ।

 

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular