spot_img

ଦେଶରେ ଦିନକରେ ୩୫, ୫୫୧ଆକ୍ରାନ୍ତ , ୫୨୬ ମୃତ

ଦେଶରେ କମୁଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଦେଶରେ ୩୫ହଜାର ୫୫୧ନୂଆ ସଂକ୍ରମିତ ଚିହ୍ନଟ । ନୂତନ ସଂକ୍ରମଣକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୫ଲକ୍ଷ ୩୪ହଜାର ୯୬୪ । ସେହପରି ଦିନକରେ ୫ ହଜାର ୭୦୧ସକ୍ରିୟ ସଂକ୍ରମିତ ରହିଥିବା ବେଳେ ମୋଟ ସକ୍ରିୟ ରହିଛନ୍ତି ୪ଲକ୍ଷ ୨୨ହଜାର ୯୪୩ ।
ସେହିପରି ଦେଶରେ ଦିନକରେ ୫୨୬ଜଣ କରୋନାରେ ପ୍ରାଣ ହରାଇଛନ୍ତି । ନୂତନ ମୃତକଙ୍କୁ ମିଶାଇ ମୋଟ ମୃତୁ୍ୟ ସଂଖ୍ୟା ୧ଲକ୍ଷ ୩୮ ହଜାର ୬୪୮କୁ ବୃଦ୍ଧି । ଅନ୍ୟପଟେ ଦେଶରେ ୨୪ଘଣ୍ଟାରେ ସୁସ୍ଥ ହୋଇଛନ୍ତି ୪୦ ହଜାର ୭୨୬ଜଣ । ଏହି ସୁସ୍ଥ ସଂଖ୍ୟାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୮୯ଲକ୍ଷ ୭୩ ହଜାର ୩୭୩ ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular