spot_img

ଆଜି ରାଜ୍ୟରେ ପୁଣି ୩୬୩୧ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟର ସମସ୍ତ ଜିଲ୍ଲାରୁ ୩୬୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ୩୬୩୧ ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୧୩ ହଜାର ୪୧୧କୁ ବୃଦ୍ଧି ପାଇଛି। ଏମାନଙ୍କ ଭିତରୁ ୨୨୧୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଥିବା ବେଳେ ଓ ସ୍ଥାନୀୟ ଅଞ୍ଚଳରୁ ୧୪୧୭ ଜଣ ଆକ୍ରାନ୍ତ ଅଛନ୍ତି। ୩୦ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Corona virus as planet earth in space

ତେବେ ଏମାନଙ୍କ ମଧ୍ୟରୁ ୮୪,୦୭୩ ସୁସ୍ଥ ହୋଇ ସାରିଥବା ବେଳେ, ବିଭିନ୍ନ କୋଭିଡ୍ ହସ୍ପିଟାଲରେ ୨୮,୭୬୩ ଜଣ ଚିକିତ୍ସିତ ହେଉଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular