ଭୁବନେଶ୍ୱର : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୬୫ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୩୯୧୪ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୧୬ ଜଣ ରହିଥିବା ବେଳେ ୨୪୯ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୨୯ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
Update on newly detected #COVID19 cases in the last
24 hrs under the BMC area on 6th Oct 2020(till 9am).Further contact tracing is still continuing.
Primary contacts & nearby houses are being quarantined, sanitized & will be under active surveillance. pic.twitter.com/F5gqfp2YeS— BMC (@bmcbbsr) October 6, 2020
ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩୯୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୭୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୦୨୧୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦୫ ଜଣଙ୍କର ମୃତ୍ୟୁ ହୋଇଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0