ଦେଶରେ କମିଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଦେଶରେ ୩୮ହଜାର ୬୧୭ ନୂଆ ସଂକ୍ରମିତ ଚିହ୍ନଟ । ନୂତନ ସଂକ୍ରମଣକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୯ ଲକ୍ଷ ୧୨ ହଜାର ୯୦୭ । ସେହପରି ଦିନକରେ ୬ ହଜାର ୫୯୬ସକ୍ରିୟ ସଂକ୍ରମିତ ରହିଥିବା ବେଳେ ମୋଟ ସକ୍ରିୟ ରହିଛନ୍ତି ୪ଲକ୍ଷ ୪୬ ହଜାର ୮୦୫ ।
ସେହିପରି ଦେଶରେ ଦିନକରେ ୪୭୪ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ନୂତନ ମୃତକଙ୍କୁ ମିଶାଇ ମୋଟ ମୃତୁ୍ୟ ସଂଖ୍ୟା ୧ଲକ୍ଷ ୩୦ ହଜାର ୯୯୩ କୁ ବୃଦ୍ଧି । ଅନ୍ୟପଟେ ଦେଶରେ ୨୪ଘଣ୍ଟାରେ ସୁସ୍ଥ ହୋଇଛନ୍ତି ୪୪ ହଜାର ୭୩୯ ଜଣ । ଏହି ସୁସ୍ଥ ସଂଖ୍ୟାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୮୩ଲକ୍ଷ ୩୫ ହଜାର ୧୦୯ ।
ଦିନକରେ ୪୭୪ ମୃତ



Visitors Today : 5
Total Visitors : 130174
Total Views : 9891621
Visitors Online Now : 0