ଭୁବନେଶ୍ବର : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୭୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ମାଲକାନଗିରି, ସମ୍ବଲପୁର, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0