spot_img

ଦେଶରେ ଦିନକରେ ୪୧, ୮୧୦ଆକ୍ରାନ୍ତ, ୪୯୬ ମୃତ

ଦେଶରେ ବଢ଼ୁଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଦେଶରେ ୪୧ହଜାର ୮୧୦ନୂଆ ସଂକ୍ରମିତ ଚିହ୍ନଟ । ନୂତନ ସଂକ୍ରମଣକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୩ଲକ୍ଷ ୯୨ହଜାର ୯୧୯ । ସେହପରି ଦିନକରେ ୯୮୪ସକ୍ରିୟ ସଂକ୍ରମିତ ରହିଥିବା ବେଳେ ମୋଟ ସକ୍ରିୟ ରହିଛନ୍ତି ୪ଲକ୍ଷ ୫୩ ହଜାର ୯୫୬ ।
ସେହିପରି ଦେଶରେ ଦିନକରେ ୪୯୬ଜଣ କରୋନାରେ ପ୍ରାଣ ହରାଇଛନ୍ତି । ନୂତନ ମୃତକଙ୍କୁ ମିଶାଇ ମୋଟ ମୃତୁ୍ୟ ସଂଖ୍ୟା ୧ଲକ୍ଷ ୩୬ ହଜାର ୬୯୬କୁ ବୃଦ୍ଧି । ଅନ୍ୟପଟେ ଦେଶରେ ୨୪ଘଣ୍ଟାରେ ସୁସ୍ଥ ହୋଇଛନ୍ତି ୪୨ହଜାର ୨୯୮ ଜଣ । ଏହି ସୁସ୍ଥ ସଂଖ୍ୟାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୮୮ଲକ୍ଷ ୦୨ ହଜାର ୨୬୭ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular